Fast News ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ | ୨୫ ତାରିଖ ଯାଏ ଚାଲିବ ମୌସୁମୀ ଅଧିବେଶନ | ୧୮ରୁ ୨୫ ମଧ୍ୟରେ ରହିବ ୭ଟି କାର୍ଯ୍ୟଦିବସ | ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ | August 21, 2025August 21, 2025 Jayaprada samantaray 0 Comments ଆସନ୍ତା ୧୮ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ | ୨୫ ତାରିଖ ଯାଏ ଚାଲିବ ମୌସୁମୀ ଅଧିବେଶନ |