

- ଦକ୍ଷୀଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଓଡ଼ିଶା ଉପରେ ଏହାର ସିଧା ପ୍ରଭାନ ନଥିଲେ ବି ଆଂଶିକ ପ୍ରଭାବ ପଡ଼ିବ, 5ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମର ଧରଣର ବର୍ଷା ସମ୍ଭାବନା, କାଲି ସକାଳ ୮ଟା ୩୦ ସୁଦ୍ଧା ଉପକୂଳ ଓଡିଶା ରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା
- ୧୦ ଦଫା ଦାବିରେ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ରାଜଧାନୀରେ ବିଶାଳ ରାଲି; ନବୀନ ନିବାସ ଆଡ଼କୁ ଯାଉଛନ୍ତି ଡ୍ରାଇଭର ମହାସଂଘ ସଦସ୍ୟ, ହଜାର ହଜାର ସଂଖ୍ୟାରେ ଡ୍ରାଇଭର ରାଲିରେ ସାମିଲ୍, ବଡ଼ ରାଲି ଯୋଗୁଁ ରାଜଧାନୀରେ ଟ୍ରାଫିକ ସମସ୍ୟା