ତେଲକୋଇ: ୪୯ନଂ ଜାତୀୟ ରାଜପଥରେ ଓଲଟିଲା ବସ୍ । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଗାଁ ନିକଟରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା । ବସରେ ଥିଲେ ୫୦ରୁ ଉର୍ଦ୍ଧ୍ବ ଯାତ୍ରୀ । ସମ୍ମୁଖରୁ ହଠାତ୍ ଏକ ସାଇକେଲ ଆରୋହୀ ମାଡ଼ି ଆସିବାରୁ ଚାଳକ ଷ୍ଟିୟରିଙ୍ଗ ମୋଡି ଦେବାରୁ ରାସ୍ତାକଡ଼ରେ ବସଟି ଓଲଟିପଡ଼ିଥିଲା । ଘଟଣାସ୍ଥଳରେ କାଞ୍ଜିପାଣି ପୁଲିସର ତଦନ୍ତ ଜାରି।

Leave a Reply

Your email address will not be published. Required fields are marked *