

- ATM ଭ୍ୟାନ୍ ଟଙ୍କା ଲୁଟି ଫେରାର ବେଳେ ଧରାପଡ଼ିଲେ ୩ ଦୁର୍ବୃତ୍ତ, ଢେଙ୍କାନାଳ ସଦାଶିବପୁର ଭୋଜଦେଇପୁରରୁ ଧରିଲା ପୁଲିସ, ଆଠଗଡ଼ ଖୁଣ୍ଟକଟା ନିକଟରେ ଟଙ୍କା ଲୁଟି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ, ଭ୍ୟାନ ଡ୍ରାଇଭର ଓ ଗାର୍ଡଙ୍କୁ ଆକ୍ରମଣ କରି ଚମ୍ପଟ ମାରିଥିଲେ
- ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା: ୩ ଅର୍ଥନୀତିଜ୍ଞ ମିଳିତ ଭାବେ ପାଇବେ ନୋବେଲ ପୁରସ୍କାର; ଡେଭିଡ଼ କାର୍ଡ, ଜୋସୁଆ ଡି. ଆଙ୍ଗ୍ରିଷ୍ଟ ଓ ଗାଇଡୋ ଡବ୍ଲୁ. ଇମ୍ବେନ୍ସଙ୍କୁ ମିଳିବ ପୁରସ୍କାର