୭,୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ବାଟ ଫିଟିଲା, ମେ’ ୧ ତାରିଖର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କଲେ ହାଇକୋର୍ଟ |

୭,୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ବାଟ ଫିଟିଲା, ମେ’ ୧ ତାରିଖର ଅନ୍ତରୀଣ ନିର୍ଦ୍ଦେଶରେ ପରିବର୍ତ୍ତନ କଲେ ହାଇକୋର୍ଟ | କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ପଦବୀ ସଂରକ୍ଷିତ ରହିବ | ଅନ୍ୟ ପଦବୀରେ ସରକାର ନିଯୁକ୍ତି ଦେଇପାରିବେ କହିଲେ ହାଇକୋର୍ଟ |

Leave a Reply

Your email address will not be published. Required fields are marked *