ଆଗାମୀ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ସରକାରଙ୍କୁ ସୁପାରିଶ କଲେ ପରିଚାଳନା କମିଟି: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା | ରତ୍ନଭଣ୍ଡାର ଖୋଲିବାର ତଦାରଖ ପାଇଁ ହେବ ଉଚ୍ଚସ୍ତରୀୟ ଟିମ୍‌ । ଟିମ୍‌ର ମୁଖ୍ୟ ହେବେ ସୁପ୍ରିମ୍‌କୋର୍ଟ ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ।

ଆଗାମୀ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ସରକାରଙ୍କୁ ସୁପାରିଶ କଲେ ପରିଚାଳନା କମିଟି: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା |

Leave a Reply

Your email address will not be published. Required fields are marked *