୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ, ବାଲେଶ୍ବର ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି, ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ଅନ୍ୟା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ବି ଘୂର୍ଣ୍ଣିବଳୟ ସୃଷ୍ଟି, ପ୍ରବାଭରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବ

Leave a Reply

Your email address will not be published. Required fields are marked *