ଆସନ୍ତାକାଲି ସକାଳ ୧୧ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

ଭୁବନେଶ୍ବର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ସକାଳ ୧୧ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ।

Leave a Reply

Your email address will not be published. Required fields are marked *