News ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ ଆରମ୍ଭ March 7, 2025March 7, 2025 Jayaprada samantaray 0 Comments ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ । କଂଗ୍ରେସ ବିଧାୟକଙ୍କ ଗୃହ ବାହାରେ ଧାରଣା, ବିଜେଡିର ହଟ୍ଟଗୋଳ । ଦିନ ୧୨ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଏପ୍ରିଲ୍ ୫ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ।