ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ସ୍ବଳ୍ପକାଳୀନ ବଜେଟ ଅଧିବେଶନ । ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ପ୍ରଥମ ଦିନରେ ଗୃହକାର୍ଯ୍ୟ ଦିନ ୧୧ଟାରେ ଆରମ୍ଭ ହେବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ଅଭିଭାଷଣ ରଖିବେ ।

Leave a Reply

Your email address will not be published. Required fields are marked *