

- ହବିଷିଆଳିଙ୍କୁ ପୁରୀ ମନା; କୋଭିଡ କଟକଣା ଯୋଗୁ କାର୍ତ୍ତିକ ମାସରେ ହବିଷିଆଳିଙ୍କୁ ପୁରୀ ଆସିବା ବାରଣ ହେଲା, ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି, ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ଯକ୍ଷତାରେ ବସିଥିଲା ବୈଠକ
- ATM ଭ୍ୟାନ୍ ଟଙ୍କା ଲୁଟି ଫେରାର ବେଳେ ଧରାପଡ଼ିଲେ ୩ ଦୁର୍ବୃତ୍ତ, ଢେଙ୍କାନାଳ ସଦାଶିବପୁର ଭୋଜଦେଇପୁରରୁ ଧରିଲା ପୁଲିସ, ଆଠଗଡ଼ ଖୁଣ୍ଟକଟା ନିକଟରେ ଟଙ୍କା ଲୁଟି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ, ଭ୍ୟାନ ଡ୍ରାଇଭର ଓ ଗାର୍ଡଙ୍କୁ ଆକ୍ରମଣ କରି ଚମ୍ପଟ ମାରିଥିଲେ