ରାଜ୍ୟରେ ଦିନକରେ ଆଉ ୨୨୬ କୋରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ,ସଂଗରୋଧରୁ ୧୨୮ ଓ ସ୍ଥାନୀୟ ଅଞ୍ଚଳରୁ ୯୮ ରୋଗୀ ଚିହ୍ନଟ, ୨୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୩ ଜଣ, ୨ ହଜାର ୬୫୭ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ, ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କିଲର ଭାଇରସ କୋରୋନା

Leave a Reply

Your email address will not be published. Required fields are marked *