ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ତ୍ତମାନ ଜଳସ୍ତର ୬୧୩ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ୧,୪୦,୫୭୫ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୪୦ ହଜାର ୨୭୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।

Leave a Reply

Your email address will not be published. Required fields are marked *