

- ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ କଟକ ଜିଲ୍ଲା ନରସିଂହପୁର ଥାନା IIC ଅଲେଖ କୁମାର ଗରଡ଼ିଆ, ଏକ ମାମଲାର ରଫାଦଫା ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ, IICଙ୍କ ଥାନା ଅଫିସ୍, ସରକାରୀ ବାସଭବନ ଓ ଯୁଯୁମରା ଘରେ ଭିଜିଲାନ୍ସ ରେଡ୍ |
- ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀଙ୍କ ସୂଚନା | ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ, ୩ଶହ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇ ପାରିବ, ପୂର୍ବପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ କଟକଣା ବଳବତ୍ତର