Fast News ଆସୁଛି ବର୍ଷା February 19, 2025February 19, 2025 Sai Sudha 0 Comments ୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ଆର୍ଲଟ | ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ | ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର ଓ କଟକକୁ ଆଲର୍ଟ | ୭ ଜିଲ୍ଲାକୁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ |