ରାଜ୍ୟରେ ଦିନକରେ ଆଉ ୪୬୭ କୋରୋନା ଆକ୍ରାନ୍ତ ଚିହ୍ନଟ, ସଂଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫ ରୋଗୀ ଚିହ୍ନଟ, ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ, ୪ ହଜାର ୭୪୭ ଜଣ କୋଭିଡ ରୋଗୀ ଏବେ ବି ଚିକିତ୍ସାଧୀନ

Leave a Reply

Your email address will not be published. Required fields are marked *