ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ବେଶ ପାଇଁ ୪ ଘଣ୍ଟା ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ଯାଏ ସର୍ବସାଧାରଣଙ୍କ ପାଇଁ କାଳିଆର ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *