ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାଘ କୃଷ୍ଣ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *