ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ; ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ |

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ; ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ | ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ |
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା |

Leave a Reply

Your email address will not be published. Required fields are marked *