ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଆନନ୍ଦପୁର ରାସ୍ତା ତରାମରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କଲଭର୍ଟରେ ଏକ ବୋଲେରୋ ପିଟି ହୋଇଯିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ସହ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି |

ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଆନନ୍ଦପୁର ରାସ୍ତାର ତରାମରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କଲଭର୍ଟରେ ଏକ ବୋଲେରୋ ପିଟି ହୋଇଯିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ସହ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି |

Leave a Reply

Your email address will not be published. Required fields are marked *