ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ମରାତୀରା ନିକଟରେ ଅଟୋକୁ ପିଟିଲା ଟ୍ରକ୍‌ ; ୨ ମୃତ, ୩ ଗୁରୁତର

ଅନୁଗୋଳ : ଅନୁଗୋଳ ଜିଲ୍ଲା ଜରପଡ଼ା ଥାନା ମରାତୀରା ନିକଟରେ ଏକ ଟ୍ରକ୍ ଏକ ଅଟୋକୁ ପିଟି ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ୨ ମୃତକ ମହିଳା ହୋଇଥିବା ବେଳେ ୩ ଗୁରୁତରଙ୍କ ମଧ୍ୟରେ ବି ଜଣେ ମହିଳା ଅଛନ୍ତି। ଅଟୋକୁ ଧକ୍କା ଦେବା ପରେ ପିଆଜ ବୋଝେଇ ଟ୍ରକ୍‌ଟି ମଧ୍ୟ ଓଲୋଟି ପଡ଼ିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *