ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ପ୍ରସ୍ତାବକ ଭାବେ ସ୍ୱାକ୍ଷର କଲେ ରାଜ୍ୟ କ୍ୟାବିନେଟର ୨ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ । ଉଭୟେ ଆସନ୍ତା କାଲି ନାମାଙ୍କନ ସମୟରେ ମଧ୍ୟ ଉପସ୍ଥିତ ରହିବେ ।

Leave a Reply

Your email address will not be published. Required fields are marked *