ଅନୁଗୁଳ ଉପକଣ୍ଠ ଶରଧାପୁର ଓ ଛେଳିଆପଡ଼ା ଠାରେ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ

ଅନୁଗୁଳ ଉପକଣ୍ଠ ଶରଧାପୁର ଓ ଛେଳିଆପଡ଼ା ଠାରେ ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ । ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ହାତୀ ଦାଉରୁ ରକ୍ଷା ପାଇଁ ସ୍ଥାୟୀ ସମାଧାନ ଦାବିରେ ଦୁଇ ଗାଁରେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଘଟଣାର ତଦନ୍ତ କରୁଛି ବନବିଭାଗ |

Leave a Reply

Your email address will not be published. Required fields are marked *