- ଚୀନର ସିଚୁଆନ ପ୍ରଦେଶରେ ଶକ୍ତିଶାଳୀ ଭୂମିକମ୍ପରେ ଏପର୍ଯ୍ୟନ୍ତ ୪୬ ଜଣଙ୍କ ମୃତ୍ୟୁ | ଗତକାଲି ସିଚୁଆନ ପ୍ରଦେଶରରେ ୬.୮ ତୀବ୍ରତାର ଭୂମିକମ୍ପ ରେକର୍ଡ ହୋଇଥିଲା।
- ବିଜେପି କୋର୍ କମିଟି ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ, ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସାମିଲ