

- ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ରବିବାର ସାପ୍ତାହିକ ଛୁଟିକୁ ବାତିଲ କଲେ ରାଜ୍ୟ ସରକାର । ନିଜ ନିଜ ହେଡକ୍ୱାର୍ଟରରେ ରହିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ । ସେହିପରି ଛୁଟିରେ ଥିବା କର୍ମଚାରୀଙ୍କୁ ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।
- ଡ୍ରଗ୍ସ ମାଫିଆ ଟକଲୁ ରାଜାର ୨କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ