ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାଥୀରେ ଅଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ।

Leave a Reply

Your email address will not be published. Required fields are marked *