ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆସନ୍ତା ୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ। ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

Leave a Reply

Your email address will not be published. Required fields are marked *