ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା |

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା | କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ସୂଚନା । ଆସନ୍ତାକାଲି ରାତି ୧୦ ଟା ୪୦ ମିନିଟରେ ଭୁବନେଶ୍ୱରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ଶନିବାର ଦିନ ୧୧ ଟା ରୁ ୧୨ ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବା ସୂଚନା ରହିଛି ।

Leave a Reply

Your email address will not be published. Required fields are marked *