News ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ April 15, 2025April 15, 2025 Jayaprada samantaray 0 Comments ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ | ଭୁବନେଶ୍ବରରେ ସାଧାରଣ ସଭାରେ କରିବେ ବଡ଼ ଘୋଷଣା | ୫ହଜାର କୋଟିର ୧୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ | ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା |