ଦୁଇ ଦିନିଆ ଝାରସୁଗୁଡ଼ା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ | କାଲି ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପଶ୍ଚିମ ପ୍ରାନ୍ତଃ ବୈଠକରେ ଯୋଗ ଦେବେ

ଦୁଇ ଦିନିଆ ଝାରସୁଗୁଡ଼ା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ | କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେପି ପକ୍ଷରୁ ସ୍ବାଗତ, ସଂଧ୍ୟାରେ ରେଳ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ | କାଲି ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ପଶ୍ଚିମ ପ୍ରାନ୍ତଃ ବୈଠକ

Leave a Reply

Your email address will not be published. Required fields are marked *