୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ

ରାଜଗାଙ୍ଗପୁର: ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଆୟୁଷ ଡାକ୍ତର; କୁତ୍ରା ଥାନା ଗହୀରବାହାଲ PHC ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା, ୪ ହଜାର ଲାଞ୍ଚ ନେବାବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ, ଡାକ୍ତରଙ୍କ କ୍ଲିନିକ ସମେତ କୁତ୍ରା ବାସଭନରେ ଭିଜିଲାନ୍ସର ଚଢ଼ାଉ |

Leave a Reply

Your email address will not be published. Required fields are marked *