ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଲେପୁର ସବ ଡିଭିଜନର ସହକାରୀ ଯନ୍ତ୍ରୀ ଅର୍ଜୁନ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ । ଖୋର୍ଦ୍ଧା (ଭୁବନେଶ୍ୱର), କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ୮ ଟି ସ୍ଥାନରେ ଏକାକାଳୀନ ଚଢ଼ଉ କରୁଛନ୍ତି ଭିଜିଲାନ୍ସ ଟିମ୍ ।

Leave a Reply

Your email address will not be published. Required fields are marked *