ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲା ଅବକାରୀ ବିଭାଗର ସୁପରିଟେଣ୍ଟେଡ଼ ଗଙ୍ଗା ପାଇକରାୟଙ୍କ ନବରଙ୍ଗପୁର ସ୍ଥିତ ଭଡାଘରେ ଆଜି ଭିଜିଲାନ୍ସ ରେଡ଼ କରିଛି। ନବରଙ୍ଗପୁର ଡିଏସ ସିନେମା ହଲ ନିକଟ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଭିଜିଲାନ୍ସର ୫ଜଣିଆ ଟିମ ଜୟପୁର, ନବରଙ୍ଗପୁର ସମେତ ୪ଟି ସ୍ଥାନରେ ଚଢ଼ାଉ କରୁଛି।

Leave a Reply

Your email address will not be published. Required fields are marked *