ବିଧାନସଭାର ନୂଆ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ | ବିକ୍ରମ ଆରୁଖଙ୍କ ନାଁ ପ୍ରସ୍ତାବ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଞ୍ଜନଗରରୁ ୬ଥର ବିଧାୟକ ହେଉଛନ୍ତି ବିକ୍ରମ କେଶରୀ ଆରଖୁ ।

Leave a Reply

Your email address will not be published. Required fields are marked *