ରାଜ୍ୟରେ ଆହୁରି ଦୁଇ ଦିନ ଥରାଇବ ଶୀତ ; ୨୧ରୁ ବର୍ଷା

ଭୁବନେଶ୍ୱର ଆଗାମୀ ୨ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ହେଲେ ପରବର୍ତ୍ତୀ ତିନି ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *