୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି , ପାଣିପାଗ ବିଭଗ। ୧୪ ଯାଏଁ କୁଆପଥର ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କିଛି ଅଞ୍ଚଳରେ କୁଆପଥର ସହ ପ୍ରବଳ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁସାରେ ୧୪ ଯାଏଁ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ। ଏହି ୧୧ ଜିଲ୍ଲା ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲା ରହିଛି।

Leave a Reply

Your email address will not be published. Required fields are marked *