ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଯୋଗୀ ଆଦିତ୍ୟନାଥ । ଲଗାତର ଦ୍ବିତୀୟ ଥର ପାଇଁ ଶପଥ ନେବାକୁ ଯାଉଛନ୍ତି ଯୋଗୀ ଆଦିତ୍ୟନାଥ । ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ବରିଷ୍ଠ ନେତା ।

Leave a Reply

Your email address will not be published. Required fields are marked *